Compartir
Chha Mana Atha Guntha (en Oriya)
Fakir Mohan Senápati
(Autor)
·
Black Eagle Books
· Tapa Blanda
Chha Mana Atha Guntha (en Oriya) - Senapati, Fakir Mohan
23,00 €
24,21 €
Ahorras: 1,21 €
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Viernes 05 de Julio y el
Miércoles 24 de Julio.
Lo recibirás en cualquier lugar de España entre 1 y 5 días hábiles luego del envío.
Reseña del libro "Chha Mana Atha Guntha (en Oriya)"
'ଛ ମାଣ ଆଠଗୁଣ୍ଠ' ଭୂମି କୈନ୍ଦ୍ରିକ ଉପନ୍ୟାସ । ଊନବିଂଶ ଶତାବ୍ଦୀର ଶେଷାର୍ଦ୍ଧରେ ଓଡ଼ିଆ ଜନଜୀବନର ମୂଳଭିତ୍ତି ଥିଲା ଭୂସମ୍ପଦ ଓ ଗୋ ସମ୍ପଦ । ଏତଦ୍]ବ୍ୟତୀତ ଗୁଡ଼ାଏ କୁସଂସ୍କାର ଓ ଅନ୍ଧବିଶ୍ୱାସ ଏଭଳି ପ୍ରଭାବ ବିସ୍ତାର କରିଥିଲା ଯେ ସେହି ସମୟର ସମାଜରେ ପୁରୋହିତମାନଙ୍କର କଥାକୁ ବିନା ପ୍ରଶ୍ନରେ ଗ୍ରହଣ କରାଯାଉଥିଲା । ଅଶିକ୍ଷା, ସ୍ୱାର୍ଥପରତା, ଆତ୍ମଗର୍ବ ସହିତ ମିଶି ଯାଇଥିଲା ଅନ୍ୟକୁ ନିମ୍ନ ସ୍ତରର ବୋଲି ପ୍ରତିପାଦନ କରିବାର ମାନସିକତା । ଫକୀରମୋହନ ସ୍ତ୍ରୀଶିକ୍ଷାର ପକ୍ଷପାତୀ ଥିଲେ । କନ୍ୟା ଧନ ବିପକ୍ଷରେ ଲେଖନୀ ଚାଳନା କରିଥିଲେ । ଶିକ୍ଷା କିଭଳି ମଣିଷକୁ ଉଦାର କରିଦିଏ ତାହା ତାଙ୍କର ଅନେକ ରଚନାରେ ପ୍ରତିପାଦିତ । ତେବେ 'ଛାମାଣ ଆଠଗୁଣ୍ଠ'ରେ ଭୂମି ଓ ଧେନୁ ସମ୍ପଦ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି । ଛ ମାଣ ଆଠଗୁଣ୍ଠ ତାଙ୍କର ପ୍ରଥମ ଉପନ୍ୟାସ । 'ଛ ମାଣ ଆଠଗୁଣ୍ଠ' ୧୮୯୭ରୁ ୧୮୯୯ ପର୍ଯ୍ୟନ୍ତ ଦୁଇବର୍ଷ କାଳ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟରେ 'ଧୂର୍ଜଟୀ' ଛଦ୍ମ ନାମରେ ପ୍ରକାଶିତ ହେଉଥିଲା । ୧୯୦୨ରେ ଏହା ପୁସ୍ତକ ଆକାରରେ ପ୍ରକାଶିତ ହେଲା । ପୁସ୍ତକରେ ଲେଖକ ଭାବରେ ଫକୀର ମୋହନ ସେନାପତିଙ୍କ ନାମ ଉଲ୍ଲେଖ ଥିଲା । ଧାରାବାହିକ ଭାବେ ପ୍ରକାଶିତ ହେଉଥିବା ସମୟରେ ଏହା ଖୁବ୍ ଲୋକପ୍ରିୟ ହୋଇଥିଲା ।
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.